ଯୋହନ 4:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)52 ତେଣୁ କେଉଁ ଦଣ୍ତରେ ତାହାର ଉପଶମ ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ଵର ଛାଡ଼ିଗଲା। Gade chapit laଓଡିଆ ବାଇବେଲ52 ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ । ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ୱର ଛାଡ଼ିଗଲା । Gade chapit laପବିତ୍ର ବାଇବଲ (CL) NT (BSI)52 ଠିକ୍ କେତେବେଳେ ପିଲାଟି ସୁସ୍ଥ ହୋଇଥିଲା, ସେ ପଚାରିବାରୁ ଚାକରମାନେ ଉତ୍ତର ଦେଲେ, “ଗତକାଲି ଅପରାହ୍ନ ଗୋଟାଏ ବେଳେ ତା’ର ଜ୍ୱର ଛାଡ଼ିଗଲା।” Gade chapit laପବିତ୍ର ବାଇବଲ52 “ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡ଼କୁ ଗତି କଲା?” ସେ ପଗ୍ଭରିଲେ। ଗ୍ଭକରମାନେ କହିଲେ, “ଗତକାଲି ପ୍ରାୟ ଗୋଟାଏ ବେଳୁ ତା'ର ଜ୍ୱର ଛାଡ଼ିଗଲା।” Gade chapit la |