ଯୋହନ 4:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଯିହୂଦିୟା ପ୍ରଦେଶରୁ ପୁର୍ନବାର ଗାଲିଲୀ ପ୍ରଦେଶକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)54 ଯିହୁଦାରୁ ପୁର୍ନବାର ଗାଲିଲୀକି ଆସି ଯୀଶୁ ଏହି ଦ୍ଵିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ। Gade chapit laଓଡିଆ ବାଇବେଲ54 ଯିହୂଦାରୁ ପୁର୍ନବାର ଗାଲିଲୀକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ । Gade chapit laପବିତ୍ର ବାଇବଲ (CL) NT (BSI)54 ଯୀଶୁ ଗାଲିଲୀକୁ ଆସିବା ପରେ, ଏହା ହେଉଛି ତାଙ୍କର ଦ୍ୱିତୀୟ ଅଲୌକିକ କାର୍ଯ୍ୟ। Gade chapit laପବିତ୍ର ବାଇବଲ54 ଯିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ୱିତୀୟ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା। Gade chapit la |