ଯୋହନ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ। Gade chapit laଓଡିଆ ବାଇବେଲ9 ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୂଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋ' ହାତରୁ ପିଇବାକୁ ମାଗୁଅଛନ୍ତି ? କାରଣ ଶମିରୋଣୀୟମାନଙ୍କ ସହିତ ଯିହୂଦୀମାନଙ୍କର ବ୍ୟବହାର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)9 ସ୍ତ୍ରୀ ଲୋକଟି ଉତ୍ତର ଦେଲା, “ଆପଣ ଜଣେ ଇହୁଦୀ, ମୁଁ ଜଣେ ଶମିରୋଣୀୟ। ମୋ’ ହାତରୁ ଆପଣ କିପରି ପାଣି ପିଇବେ?” (ଇହୁଦୀମାନଙ୍କ ପକ୍ଷେ ଶମିରୋଣୀୟମାନେ ଅସ୍ପୃଶ୍ୟ ଥିଲେ।) Gade chapit laପବିତ୍ର ବାଇବଲ9 ସେହି ଶମିରୋଣୀୟା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି ଯେ, ଆପଣ ମୋତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀୟା ସ୍ତ୍ରୀ।” ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ। Gade chapit la |