Biblia Todo Logo
Bib sou entènèt

- Piblisite -




ଯୋହନ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ତାହାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ତାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ?

Gade chapit la Kopi

ଓଡିଆ ବାଇବେଲ

12 ସେମାନେ ତାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେମାନେ ତାକୁ ପଚାରିଲେ, “ଯେ ତୋତେ ଏହା କରିବାକୁ କହିଲେ, ସେ ଲୋକ କିଏ?”

Gade chapit la Kopi

ପବିତ୍ର ବାଇବଲ

12 ଯିହୂଦୀମାନେ ସେ ଲୋକକୁ ପଗ୍ଭରିଲେ, “ଯିଏ ତୁମ୍ଭକୁ ଆଜି ବିଛଣା ଉଠେଇ ଗ୍ଭଲିବାକୁ କହିଲା, ସେ କିଏ?”

Gade chapit la Kopi




ଯୋହନ 5:12
6 Referans Kwoze  

ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?


କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।


ତହୁଁ ସେମାନେ ପରସ୍ପର କହିଲେ, “ଏ କଥା କିଏ କରିଅଛି;” ପୁଣି ସେମାନେ ପଚାରି ବୁଝି କହିଲେ, “ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଏ କଥା କରିଅଛି।”


ତହିଁରେ ଶାଉଲ କହିଲେ, “ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।


କିନ୍ତୁ, ସେ ସେମାନଙ୍କୁ ଉତ୍ତର ଦେଲା, ଯେ ମୋତେ ସୁସ୍ଥ କଲେ, ସେ ମୋତେ କହିଲେ, “ତୁମ୍ଭର ଖଟିଆ ଘେନି ଚାଲ।”


କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ।


Swiv nou:

Piblisite


Piblisite