Biblia Todo Logo
Bib sou entènèt

- Piblisite -




ଯୋହନ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ।

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସୁସ୍ଥ ହୋଇଥିବା ରୋଗୀଟି ଯୀଶୁଙ୍କୁ ଚିହ୍ନି ନ ଥିଲା, କାରଣ ଲୋକ ଗହଳି ଭିତରେ ଯୀଶୁ ହଠାତ୍ ଅପସରି ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ସୁସ୍ଥ ହୋଇଥିବା ଲୋକଟି, ସେ ବ୍ୟକ୍ତିଟି କିଏ ତାହା ଜାଣି ନ ଥିଲା। ସେହି ଜାଗାରେ ବହୁତ ଲୋକଥିଲେ ଓ ଯୀଶୁ ସେଠାରୁ ଗ୍ଭଲି ଯାଇଥିଲେ।

Gade chapit la Kopi




ଯୋହନ 5:13
6 Referans Kwoze  

ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।


କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।


ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ସେମାନେ ତାହାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ?


ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”


Swiv nou:

Piblisite


Piblisite