ଯୋହନ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାକୁ କହିଲେ, ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ। Gade chapit laଓଡିଆ ବାଇବେଲ14 ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାକୁ କହିଲେ, ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ । Gade chapit laପବିତ୍ର ବାଇବଲ (CL) NT (BSI)14 ଏହାପରେ ଯୀଶୁ ତାକୁ ମନ୍ଦିର ଭିତରେ ଦେଖି କହିଲେ: “ଶୁଣ, ତୁମେ ଏବେ ସୁସ୍ଥ ହୋଇଛ, ଆଉ ପାପ କର ନାହିଁ, ନଚେତ୍ ତୁମର ଅଧିକ ଅନିଷ୍ଟ ହୋଇପାରେ।” Gade chapit laପବିତ୍ର ବାଇବଲ14 ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।” Gade chapit la |
ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।