ଯୋହନ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେହି ଲୋକ ଚାଲିଯାଇ, ଯେ ତାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା। Gade chapit laଓଡିଆ ବାଇବେଲ15 ସେହି ଲୋକ ଚାଲିଯାଇ, ଯେ ତାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୂଦୀମାନଙ୍କୁ କହିଲା । Gade chapit laପବିତ୍ର ବାଇବଲ (CL) NT (BSI)15 ଲୋକଟି ସଙ୍ଗେ ସଙ୍ଗେ ଯାଇ ଇହୁଦୀ କର୍ତ୍ତୃପକ୍ଷଙ୍କୁ ଖବର ଦେଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି। Gade chapit laପବିତ୍ର ବାଇବଲ15 ତା'ପରେ ଲୋକଟି ସେହି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସେମାନଙ୍କୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି। Gade chapit la |