ଯୋହନ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ଵରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ଵରଙ୍କ ସହିତ ସମାନ କରୁଥିଲେ। Gade chapit laଓଡିଆ ବାଇବେଲ18 ଏହି କାରଣରୁ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ୱରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)18 ଏ କଥା ଶୁଣି ଇହୁଦୀ କର୍ତ୍ତୃପକ୍ଷମାନେ ଯୀଶୁଙ୍କୁ ବଧ କରିବା ପାଇଁ ବଦ୍ଧପରିକର ହେଲେ, କାରଣ ବିଶ୍ରାମବାର ନିୟମ ଲଙ୍ଘନ କରିବା ବ୍ୟତୀତ ଯୀଶୁ ଈଶ୍ୱରଙ୍କୁ ନିଜର ପିତା ବୋଲି କହି ନିଜକୁ ଈଶ୍ୱରଙ୍କ ସହିତ ସମାନ କରୁଥିଲେ। Gade chapit laପବିତ୍ର ବାଇବଲ18 ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, “ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା'ପରେ ସେ ପରମେଶ୍ୱରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ୱରଙ୍କ ସହିତ ସମାନ କଲେ।” Gade chapit la |