ଯୋହନ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ସଜୀବ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ସଜୀବ କରନ୍ତି। Gade chapit laଓଡିଆ ବାଇବେଲ21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)21 ଈଶ୍ୱର ଯେପରି ମୃତମାନଙ୍କୁ ସଞ୍ଜୀବିତ କରି ଉଠାନ୍ତି, ପୁତ୍ର ମଧ୍ୟ ସେହିପରି ଯାହାକୁ ଚାହିଁବେ, ତାକୁ ଜୀବନ ଦାନ କରିବେ। Gade chapit laପବିତ୍ର ବାଇବଲ21 ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି। Gade chapit la |