ଯୋହନ 5:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି, ପିତା ମଧ୍ୟ କାହାରି ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି। Gade chapit laଓଡିଆ ବାଇବେଲ22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)22 ପିତା ନିଜେ ଆଉ କାହାର ବିଚାର କରିବେ ନାହିଁ। ବିଚାର କରିବାର ଭାର ସେ ସମ୍ପୂର୍ଣ୍ଣରୂପେ ତାଙ୍କ ପୁତ୍ର ଉପରେ ନ୍ୟସ୍ତ କରିଛନ୍ତି। Gade chapit laପବିତ୍ର ବାଇବଲ22 “ପିତା କାହାର ବିଗ୍ଭର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଗ୍ଭର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି। Gade chapit la |