ଯୋହନ 5:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ। Gade chapit laଓଡିଆ ବାଇବେଲ23 ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)23 ତାହାହେଲେ ପିତା ଯେପରି ସମ୍ମାନିତ ହେବେ- ଯେ ପୁତ୍ରଙ୍କୁ ସମ୍ମାନ ଦିଏ ନାହିଁ, ତାଙ୍କ ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସେ ସମ୍ମାନିତ କରେ ନାହିଁ। Gade chapit laପବିତ୍ର ବାଇବଲ23 ଈଶ୍ୱର ଏହା କଲେ କାରଣ ସମସ୍ତେ ପିତାଙ୍କୁ ଯେପରି ସମ୍ମାନ ଦେଉଛନ୍ତି, ସେହିପରି ପୁତ୍ରଙ୍କୁ ମଧ୍ୟ ସମ୍ମାନ ଦେବେ। ଯଦି କୌଣସି ଲୋକ ପୁତ୍ରକୁ ସମ୍ମାନ ଦିଏ ନାହିଁ, ତେବେ ସେ ପିତାଙ୍କୁ ମଧ୍ୟ ସମ୍ମାନ ଦିଏ ନାହିଁ। ପିତା ପୁତ୍ରକୁ ପଠାଇଛନ୍ତି। Gade chapit la |