Biblia Todo Logo
Bib sou entènèt

- Piblisite -




ଯୋହନ 5:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।

Gade chapit la Kopi

ଓଡିଆ ବାଇବେଲ

27 ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ପୁଣି ସେହି ପୁତ୍ରଙ୍କୁ ମନୁଷ୍ୟପୁତ୍ର ରୂପେ ପ୍ରେରଣ କରି ତାଙ୍କୁ ବିଚାର କରିବାର ଅଧିକାର ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

27 ଲୋକଙ୍କର ବିଗ୍ଭର କରିବା ପାଇଁ ସେ ପୁତ୍ରଙ୍କୁ କ୍ଷମତା ଦେଇଛନ୍ତି। କାରଣ ସେ ମନୁଷ୍ୟପୁତ୍ର ଅଟନ୍ତି।

Gade chapit la Kopi




ଯୋହନ 5:27
15 Referans Kwoze  

ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।


କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।


ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।


କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।


ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।


କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।”


ପୁଣି, ଯୀଶୁ କହିଲେ, “ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।”


ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;


Swiv nou:

Piblisite


Piblisite