Biblia Todo Logo
Bib sou entènèt

- Piblisite -




ଯୋହନ 5:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‌ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ତର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

29 ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ସମାଧିରୁ ଉଠି ଆସିବେ। ଯେଉଁମାନେ ସତ୍କର୍ମ କରିଛନ୍ତି, ସେମାନେ ପୁନରୁତ୍ଥିତ ହୋଇ ଜୀବନ୍ତ ହେବେ। ଦୁଷ୍କର୍ମକାରୀମାନେ ପୁନରୁତ୍ଥିତ ହେବେ ଏବଂ ଦଣ୍ଡ ଭୋଗ କରିବେ।

Gade chapit la Kopi

ପବିତ୍ର ବାଇବଲ

29 ସେମାନେ ସେମାନଙ୍କର ସମାଧିରୁ ବାହାରିବେ। ଜୀବନରେ ସତ୍ କାର୍ଯ୍ୟ କରିଥିବା ଲୋକମାନେ ଉଠିବେ ଓ ଅନନ୍ତ ଜୀବନ ପାଇବେ। କିନ୍ତୁ କୁକାର୍ଯ୍ୟ କରିଥିବା ଲୋକମାନେ ଦୋଷୀ ଭାବରେ ବିଗ୍ଭରିତ ହେବା ପାଇଁ ଉଠିବେ।

Gade chapit la Kopi




ଯୋହନ 5:29
11 Referans Kwoze  

ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।


ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”


ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;


ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।


ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।


ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।


ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।


Swiv nou:

Piblisite


Piblisite