ଯୋହନ 5:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 “ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ମୁଁ ଆପଣାରୁ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ। Gade chapit laଓଡିଆ ବାଇବେଲ30 ମୁଁ ନିଜେ କିଛି କରି ପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ । Gade chapit laପବିତ୍ର ବାଇବଲ (CL) NT (BSI)30 “ମୁଁ ମୋ’ ନିଜ କ୍ଷମତାରେ କିଛି କରିପାରେ ନାହିଁ। କେବଳ ଈଶ୍ୱରଙ୍କ ନିର୍ଦ୍ଦେଶ ଅନୁଯାୟୀ ମୁଁ ବିଚାର କରେ। ମୋର ବିଚାର ଯଥାର୍ଥ, କାରଣ ମୋ’ ନିଜ ଇଚ୍ଛା ସାଧନ କରିବା ପାଇଁ ମୁଁ ଚେଷ୍ଟା କରେ ନାହିଁ; ମୁଁ କେବଳ ମୋର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରେ। Gade chapit laପବିତ୍ର ବାଇବଲ30 “ମୁଁ ଏକୁଟିଆ କିଛି କରି ପାରିବି ନାହିଁ। ମୁଁ କେବଳ ପରମେଶ୍ୱରଙ୍କ କହିବା ଅନୁସାରେ ବିଗ୍ଭର କରେ। ତେଣୁ ମୋର ବିଗ୍ଭର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ଯିଏ ମୋତେ ପଠାଇଛନ୍ତି। Gade chapit la |