Biblia Todo Logo
Bib sou entènèt

- Piblisite -




ଯୋହନ 5:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

31 ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 “ମୋ’ ନିଜ ପାଇଁ ଯଦି ମୁଁ ସାକ୍ଷ୍ୟ ଦିଏ, ତାହା ଯଥାର୍ଥ ପ୍ରମାଣ ବୋଲି ସ୍ୱୀକୃତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

31 “ମୁଁ ଯଦି ଲୋକମାନଙ୍କୁ ମୋ’ ନିଜ ବିଷୟରେ କୁହେ, ଓ ସେମାନଙ୍କୁ ମୋର ସାକ୍ଷ୍ୟ ଦିଏ, ସେମାନେ ମୋର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।

Gade chapit la Kopi




ଯୋହନ 5:31
4 Referans Kwoze  

ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।


ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;


“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


Swiv nou:

Piblisite


Piblisite