Biblia Todo Logo
Bib sou entènèt

- Piblisite -




ଯୋହନ 5:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

36 କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 କିନ୍ତୁ ମୋ’ ସପକ୍ଷରେ ଯୋହନଙ୍କଠାରୁ ଅଧିକ ଶକ୍ତିଶାଳୀ ଜଣେ ସାକ୍ଷୀ ଅଛନ୍ତି। ପିତା ଈଶ୍ୱରଙ୍କ ଆଜ୍ଞା ଅନୁଯାୟୀ ମୁଁ ଯେଉଁସବୁ କର୍ମ ସାଧନ କରୁଛି, ସେହିସବୁ ହିଁ ମୋ’ ପାଇଁ ଯଥାର୍ଥ ସାକ୍ଷ୍ୟ। ସେହିସବୁ ପ୍ରମାଣ କରୁଛି ଯେ, ମୋତେ ଈଶ୍ୱର ପ୍ରେରଣ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

36 “କିନ୍ତୁ ମୋ’ ପାଖରେ ମୋ’ ସମ୍ବନ୍ଧରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ମୁଁ ଯାହାସବୁ କରୁଛି, ତାହା ସବୁ ମୋର ପ୍ରମାଣ। ପରମପିତା ମୋତେ ଏସବୁ କରିବା ପାଇଁ ଦେଇଥିଲେ। ଏହିସବୁ କାର୍ଯ୍ୟରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମୋତେ ପଠାଇଛନ୍ତି।

Gade chapit la Kopi




ଯୋହନ 5:36
17 Referans Kwoze  

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,


ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।


ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ।


ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହିସବୁ ଯୋହନଙ୍କୁ ଜଣାଅ;


ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;


ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।


ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।


ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।


କିନ୍ତୁ ସେମାନଙ୍କ ମଧ୍ୟରେ କେହି କେହି କହିଲେ, ଏହି ଯେଉଁ ବ୍ୟକ୍ତି ସେହି ଅନ୍ଧବ୍ୟକ୍ତିର ଆଖି ଫିଟାଇଥିଲେ, ସେ କଅଣ ଏହାର ମୃତ୍ୟୁ ମଧ୍ୟ ନିବାରଣ କରିପାରି ନ ଥାଆନ୍ତେ?


ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?”


Swiv nou:

Piblisite


Piblisite