Biblia Todo Logo
Bib sou entènèt

- Piblisite -




ଯୋହନ 5:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋʼ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି। ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋʼ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି। ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ଵର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,

Gade chapit la Kopi

ଓଡିଆ ବାଇବେଲ

37 ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋ' ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି । ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ମୋର ପ୍ରେରଣକାରୀ ପିତା ଈଶ୍ୱକର ମଧ୍ୟ ମୋ’ ପାଇଁ ସାକ୍ଷ୍ୟ ଦେଉଛନ୍ତି। ତୁମ୍ଭେମାନେ ତାଙ୍କ ସ୍ୱର ଶୁଣି ନାହଁ, କିମ୍ବା ତାଙ୍କୁ ଦେଖି ନାହଁ।

Gade chapit la Kopi

ପବିତ୍ର ବାଇବଲ

37 ପରମପିତା ମୋତେ ପଠାଇଛନ୍ତି ଓ ନିଜେ ମୋ’ ବିଷୟରେ ପ୍ରମାଣ ଦେଇଛନ୍ତି। କିନ୍ତୁ ତୁମ୍ଭେ କେବେ ତାହାଙ୍କର ସ୍ୱର ଶୁଣି ନାହଁ। ତାହାଙ୍କର କିପରି ରୂପ, ତାହା ମଧ୍ୟ ତୁମ୍ଭେ ଦେଖି ନାହଁ।

Gade chapit la Kopi




ଯୋହନ 5:37
20 Referans Kwoze  

ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି।”


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”


ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।


ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ, “ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ, ତୁମ୍ଭେମାନେ କେବଳ ଶବ୍ଦ ଶୁଣିଲ।”


ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।


ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”


ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।


ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।


ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।


ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।


Swiv nou:

Piblisite


Piblisite