ଯୋହନ 5:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋʼ ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)40 କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋʼ ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ। Gade chapit laଓଡିଆ ବାଇବେଲ40 କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋ' ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ । Gade chapit laପବିତ୍ର ବାଇବଲ (CL) NT (BSI)40 ତଥାପି ଜୀବନ ପାଇବା ପାଇଁ ମୋ’ ନିକଟକୁ ଆସିବାକୁ ତୁମ୍ଭେମାନେ କୁଣ୍ଠିତ। Gade chapit laପବିତ୍ର ବାଇବଲ40 କିନ୍ତୁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବା ପାଇଁ ମୋ’ ନିକଟକୁ ଆସୁ ନାହଁ। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”