ଯୋହନ 5:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ବରଙ୍କ ପ୍ରେମ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)42 ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ଵରଙ୍କ ପ୍ରେମ ନାହିଁ। Gade chapit laଓଡିଆ ବାଇବେଲ42 ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ୱରଙ୍କ ପ୍ରେମ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)42 ମୁଁ ଜାଣେ, ତୁମ୍ଭେମାନେ କି ପ୍ରକାର ଲୋକ- ତୁମ ଅନ୍ତରରେ ଈଶ୍ୱରଙ୍କ ପ୍ରତି ପ୍ରେମ ନାହିଁ। Gade chapit laପବିତ୍ର ବାଇବଲ42 କିନ୍ତୁ ମୁଁ ତୁମ୍ଭକୁ ଜାଣେ। ମୁଁ ଜାଣେ ଯେ ତୁମ୍ଭ ହୃଦୟରେ ପରମେଶ୍ୱରଙ୍କ ପ୍ରେମ ନାହିଁ। Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।