Biblia Todo Logo
Bib sou entènèt

- Piblisite -




ଯୋହନ 5:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।

Gade chapit la Kopi

ଓଡିଆ ବାଇବେଲ

43 ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ପିତା ଈଶ୍ୱରଙ୍କଠାରୁ ଅଧିକାର ପ୍ରାପ୍ତ ହୋଇ ମୁଁ ଆସିଛି, କିନ୍ତୁ ତୁମ୍ଭେମାନେ ମୋତେ ଗ୍ରହଣ କରି ନାହଁ। ଅଥଚ ଜଣେ କେହି ତା’ ନିଜ ଇଚ୍ଛାରେ ଆସିଲେ, ତାକୁ ତୁମେ ସ୍ୱାଗତ କରୁଛ।

Gade chapit la Kopi

ପବିତ୍ର ବାଇବଲ

43 ମୁଁ ମୋର ପରମପିତାଙ୍କଠାରୁ ଆସିଛି। ମୁଁ ତାହାଙ୍କ ପାଇଁ କଥା କହେ। କିନ୍ତୁ ତୁମ୍ଭେମାନେ ମୋତେ ଗ୍ରହଣ କରୁ ନାହଁ। କିନ୍ତୁ ଯେତେବେଳେ ଅନ୍ୟ କିଏ ଆସି କେବଳ ତା’ ନିଜ ବିଷୟରେ କହିବ ସେତେବେଳେ ତୁମ୍ଭେ ତାକୁ ଗ୍ରହଣ କରିବ।

Gade chapit la Kopi




ଯୋହନ 5:43
13 Referans Kwoze  

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;


କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।


କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।


ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?


ଏହି ପ୍ରକାରେ ମିସରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।”


ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ବରଙ୍କ ପ୍ରେମ ନାହିଁ।


Swiv nou:

Piblisite


Piblisite