ଯୋହନ 5:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)44 ତୁମ୍ଭେମାନେ କିପରି ବିଶ୍ଵାସ କରି ପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି ଏକମାତ୍ର ଈଶ୍ଵରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ। Gade chapit laଓଡିଆ ବାଇବେଲ44 ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ । Gade chapit laପବିତ୍ର ବାଇବଲ (CL) NT (BSI)44 ତୁମ୍ଭେମାନେ ପରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଲାଳାୟିତ, କିନ୍ତୁ ସ୍ୱୟଂ ଈଶ୍ୱରଙ୍କ ଦ୍ୱାରା ଅନୁଗହୀତ ହେବ ପାଇଁ ଉଦ୍ୟମ କରୁ ନାହଁ। ତାହାହେଲେ ତୁମ୍ଭେମାନେ ମୋତେ କିପରି ବିଶ୍ୱାସ କରିପାରିବ? Gade chapit laପବିତ୍ର ବାଇବଲ44 ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।