ଯୋହନ 5:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)45 ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କ-ଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି। Gade chapit laଓଡିଆ ବାଇବେଲ45 ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)45 ସେ ଯାହାହେଉ, ମନେକର ନାହିଁ ଯେ ତୁମ୍ଭମାନଙ୍କ ବିରୁଦ୍ଧରେ ମୁଁ ମୋ’ ପିତାଙ୍କ ନିକଟରେ ଅଭିଯୋଗ କରିବି। ବରଂ ଯେଉଁ ମୋଶାଙ୍କ ଉପରେ ତୁମ୍ଭେମାନେ ଭରସା ରଖିଛ, ସେହି କେବଳ ତୁମ ଉପରେ ଦୋଷାରୋପ କରିବେ। Gade chapit laପବିତ୍ର ବାଇବଲ45 ଭାବ ନାହିଁ ଯେ, ମୁଁ ପରମପିତାଙ୍କ ଆଗରେ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରିବି। ମୋଶା ହେଉଛନ୍ତି ଜଣେ, ଯିଏ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରନ୍ତି। ତୁମ୍ଭେ ମୋଶାଙ୍କଠାରେ ଭରସା ରଖିଛ ଯେ ସେ ତୁମ୍ଭକୁ ଉଦ୍ଧାର କରିବେ। Gade chapit la |