ଯୋହନ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେହି ଦିନ ବିଶ୍ରାମବାର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେ ଦିନ ବିଶ୍ରାମବାର ଥିଲା। Gade chapit laଓଡିଆ ବାଇବେଲ9 ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା । ସେ ଦିନ ବିଶ୍ରାମବାର ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)9 ତତ୍କ୍ଷଣାତ୍ ରୋଗୀଟି ସୁସ୍ଥ ହୋଇଗଲା ଏବଂ ତା’ର ବିଛଣା ଉଠାଇ ଚାଲିବାକୁ ଲାଗିଲା। ସେଦିନ ଥିଲା ବିଶ୍ରାମବାର। Gade chapit laପବିତ୍ର ବାଇବଲ9 ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା। ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା। Gade chapit la |