Biblia Todo Logo
Bib sou entènèt

- Piblisite -




ଯୋହନ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯୀଶୁ କହିଲେ, “ଲୋକମାନଙ୍କୁ ବସାଅ।” ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯୀଶୁ କହିଲେ, ଲୋକମାନଙ୍କୁ ବସାଅ। ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ।

Gade chapit la Kopi

ଓଡିଆ ବାଇବେଲ

10 ଯୀଶୁ କହିଲେ, ଲୋକମାନଙ୍କୁ ବସାଅ । ସେ ସ୍ଥାନରେ ବହୁତ ଘାସ ଥିଲା । ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯୀଶୁ ଶିଷ୍ୟମାନଙ୍କୁ କହିଲେ: “ଲୋକମାନଙ୍କୁ ବସାଇ ଦିଅ।” (ସେହି ସ୍ଥାନ ଘାସପୂର୍ଣ୍ଣ ଥିଲା) ସେଠାରେ ପାଞ୍ଚ ହଜାର ଲୋକ ଥିଲେ। ସେହି ଘାସ ଉପରେ ସମସ୍ତେ ବସି ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁ କହିଲେ, “ସମସ୍ତଙ୍କୁ ବସିବାକୁ କୁହ।” ସେଠାରେ ପ୍ରଚୁର ଘାସ ଥିଲା। ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ।

Gade chapit la Kopi




ଯୋହନ 6:10
6 Referans Kwoze  

ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ।


Swiv nou:

Piblisite


Piblisite