Biblia Todo Logo
Bib sou entènèt

- Piblisite -




ଯୋହନ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗାଯାଇଥିବା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି ଲୋକମାନଙ୍କର ଖାଇବା ପରେ ଯବର ସେହି ପାଞ୍ଚ ରୋଟୀରୁ ଯେଉଁ ଭଙ୍ଗା ଖଣ୍ତଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକାଇ ପୂର୍ଣ୍ଣ କଲେ।

Gade chapit la Kopi

ଓଡିଆ ବାଇବେଲ

13 ସେଥିରେ ସେମାନେ ସେହି ସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଲୋକେ ପାଞ୍ଚ ଖଣ୍ଡ ରୋଟୀ ଖାଇ ଯାହା ବଳି ପଡ଼ିଥିଲା, ଶିଷ୍ୟମାନେ ତାହା ସବୁ ସଂଗ୍ରହ କରି ବାରଟି ଡାଲା ପୂର୍ଣ୍ଣ କଲେ।

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ଶିଷ୍ୟମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କେବଳ ମାତ୍ର ପାଞ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ୟମାନେ ବଳକା ଖାଦ୍ୟକୁ ବାରଟି ଟୋକାଇରେ ଭର୍ତ୍ତି କଲେ।

Gade chapit la Kopi




ଯୋହନ 6:13
9 Referans Kwoze  

ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।


ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”


ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।


ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।


ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?


Swiv nou:

Piblisite


Piblisite