ଯୋହନ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ। Gade chapit laଓଡିଆ ବାଇବେଲ15 ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)15 ଲୋକମାନେ ତାଙ୍କୁ ବଳପୂର୍ବକ ରାଜା କରିବା ପାଇଁ ଧରିବାକୁ ଯାଉଛନ୍ତି ବୋଲି ଜାଣିପାରି, ଯୀଶୁ ଏକାକୀ ନିକଟବର୍ତ୍ତୀ ପାର୍ବତ୍ୟ ଅଞ୍ଚଳକୁ ଚାଲିଗଲେ। Gade chapit laପବିତ୍ର ବାଇବଲ15 ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଗ୍ଭହୁଁଥିଲେ। ଯେତେବେଳେ ତାହାଙ୍କୁ ଧରି ନେଇ ରାଜା କରିବାର ଯୋଜନା ଲୋକେ କଲେ, ସେତେବେଳେ ସେ ସେହି ସ୍ଥାନ ଛାଡ଼ି ଏକୁଟିଆ ପାହାଡ଼ ଉପରକୁ ଗ୍ଭଲିଗଲେ। Gade chapit la |