Biblia Todo Logo
Bib sou entènèt

- Piblisite -




ଯୋହନ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ ମାଥି. ୧୪:୨୩

Gade chapit la Kopi

ଓଡିଆ ବାଇବେଲ

16 ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେଦିନ ସନ୍ଧ୍ୟାବେଳେ ଶିଷ୍ୟମାନେ ହ୍ରଦ କୂଳକୁ ଯାଇ ନୌକା ଚଢ଼ି ଆରପାରିରେ ଥିବା କପର୍ନାହୂମ ଅଭିମୁଖେ ଯାତ୍ରଆ କଲେ।

Gade chapit la Kopi

ପବିତ୍ର ବାଇବଲ

16 ତାହାଙ୍କ ଶିଷ୍ୟମାନେ ସେହି ସନ୍ଧ୍ୟାରେ ଗାଲିଲୀ ହ୍ରଦକୁ ଗଲେ।

Gade chapit la Kopi




ଯୋହନ 6:16
3 Referans Kwoze  

ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।


ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,


ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ।


Swiv nou:

Piblisite


Piblisite