Biblia Todo Logo
Bib sou entènèt

- Piblisite -




ଯୋହନ 6:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,

Gade chapit la Kopi

ଓଡିଆ ବାଇବେଲ

17 ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ । ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ରାତ୍ରି ଘନେଇ ଆସିଲା। ସେ ପର୍ଯ୍ୟନ୍ତ ଯୀଶୁ ସେମାନଙ୍କ ନିକଟକୁ ଫେରି ଆସି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

17 ଅନ୍ଧାର ହୋଇଯାଇଥିଲା, ତଥାପି ଯୀଶୁ ସେମାନଙ୍କ ପାଖକୁ ଫେରିଲେ ନାହିଁ। ତେଣୁ ସେମାନେ ଡଙ୍ଗାରେ ବସି ହ୍ରଦର ଆରପାରିରେ ଥିବା କଫର୍ନାହୂମ ଆଡ଼େ ଗଲେ।

Gade chapit la Kopi




ଯୋହନ 6:17
6 Referans Kwoze  

ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।


ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।


ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ।


ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା।


ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ।


Swiv nou:

Piblisite


Piblisite