ଯୋହନ 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ। Gade chapit laଓଡିଆ ବାଇବେଲ19 ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ । Gade chapit laପବିତ୍ର ବାଇବଲ19 ସେମାନେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କିଲୋମିଟର ପର୍ଯ୍ୟନ୍ତ ଗଲେ। ତା'ପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଗ୍ଭଲୁଥିଲେ। ସେ ଡଙ୍ଗା ଆଡ଼କୁ ଆସୁଥିଲେ। ଶିଷ୍ୟମାନେ ଡରିଗଲେ। Gade chapit la |