Biblia Todo Logo
Bib sou entènèt

- Piblisite -




ଯୋହନ 6:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍‍କ୍ଷଣାତ୍‍ ସେହି ସ୍ଥାନରେ ପହଞ୍ଚିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା।

Gade chapit la Kopi

ଓଡିଆ ବାଇବେଲ

21 ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍‍କ୍ଷଣାତ୍‍ ସେହି ସ୍ଥାନରେ ପହଞ୍ଚିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେମାନେ ଆଗ୍ରହରେ ତାଙ୍କୁ ଡଙ୍ଗା ଭିତରକୁ ନେଇଗଲେ ଏବଂ ସଙ୍ଗେ ସଙ୍ଗେ ସେମାନେ ହ୍ରଦ କୂଳରେ ନିଜର ଲକ୍ଷ୍ୟ ସ୍ଥଳରେ ଯାଇ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ

21 ଯୀଶୁ ଏ କଥା କହିବା ପରେ ଶିଷ୍ୟମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସୀ ହେଲେ। ତା'ପରେ ଡଙ୍ଗାଟି ଲକ୍ଷ୍ୟସ୍ଥଳରେ ଆସି ପହଞ୍ଚିଲା।

Gade chapit la Kopi




ଯୋହନ 6:21
7 Referans Kwoze  

ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,


ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।


ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।


କିନ୍ତୁ ସେ ସେମାନଙ୍କୁ କହିଲେ, “ଏ ତ ମୁଁ, ଭୟ କର ନାହିଁ।”


ସେ ସ୍ଥାନରେ ଗୋଟିଏ ସାନ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ।


Swiv nou:

Piblisite


Piblisite