ଯୋହନ 6:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ଅତଏବ, ଯୀଶୁ କିମ୍ଵା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହିସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ। Gade chapit laଓଡିଆ ବାଇବେଲ24 ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାଁନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ । Gade chapit laପବିତ୍ର ବାଇବଲ (CL) NT (BSI)24 ଯୀଶୁ କିମ୍ବା ତାଙ୍କ ଶିଷ୍ୟମାନଙ୍କୁ ସେଠାରେ ନ ପାଇ ଲୋକମାନେ ଯୀଶୁଙ୍କୁ ଖୋଜିବାକୁ ନୌକାରେ ଚଢ଼ି କପର୍ନାହୂମ ଅଭିମୁଖେ ବାହାରିଲେ। Gade chapit laପବିତ୍ର ବାଇବଲ24 ଲୋକମାନେ ସେଠାରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ନ ଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗା ଗୁଡ଼ିକରେ ଯାତ୍ରା କରି ଯୀଶୁଙ୍କୁ ଖୋଜିବା ପାଇଁ କଫର୍ନାହୂମକୁ ଗଲେ। Gade chapit la |