Biblia Todo Logo
Bib sou entènèt

- Piblisite -




ଯୋହନ 6:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?

Gade chapit la Kopi

ଓଡିଆ ବାଇବେଲ

25 ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଯୀଶୁଙ୍କୁ ହ୍ରଦ ଆରପାରିରେ ଦେଖି ଲୋକମାନେ ପଚାରିଲେ, “ଗୁରୁ, ଆପଣ କେତେବେଳେ ଆସି ଏଠାରେ ପହଞ୍ôଚଲେ?”

Gade chapit la Kopi

ପବିତ୍ର ବାଇବଲ

25 ଲୋକମାନେ ହ୍ରଦର ଆରପଟେ ଯୀଶୁଙ୍କୁ ପାଇଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଆପଣ ଏଠାକୁ କେତେବେଳେ ଆସିଲେ?”

Gade chapit la Kopi




ଯୋହନ 6:25
6 Referans Kwoze  

ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।


ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।


କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।


ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ।


ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ।


Swiv nou:

Piblisite


Piblisite