ଯୋହନ 6:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ଵେଷଣ କରୁଅଛ, ତାହା ନୁହେଁ, ମାତ୍ର ରୋଟୀ ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ଵେଷଣ କରୁଅଛ। Gade chapit laଓଡିଆ ବାଇବେଲ26 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ । Gade chapit laପବିତ୍ର ବାଇବଲ (CL) NT (BSI)26 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ମୋର ଅଲୌକିକ କାର୍ଯ୍ୟର ତାତ୍ପର୍ଯ୍ୟ ବୁଝି ମୋତେ ଖୋଜିବାକୁ ଆସି ନାହଁ। କିନ୍ତୁ ରୋଟୀ ଖାଇ ପରିତୃପ୍ତ ହୋଇଥିଲ ବୋଲି ଆସିଛ। Gade chapit laପବିତ୍ର ବାଇବଲ26 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ କାହିଁକି ଖୋଜୁଛ? ମୁଁ କରିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ଗୁଡ଼ିକ ମୋର ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମୋତେ ଖୋଜୁଛ କି? ତା’ ନୁହେଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହୋଇଥିବାରୁ ତୁମ୍ଭେମାନେ ମୋତେ ଖୋଜୁଛ। Gade chapit la |