ଯୋହନ 6:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ବର ମୁଦ୍ରାଙ୍କିତ କଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଞ୍ଚ ଯେଉଁ ଅନ; ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ଵର ମୁଦ୍ରାଙ୍କିତ କଲେପ। Gade chapit laଓଡିଆ ବାଇବେଲ27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ । Gade chapit laପବିତ୍ର ବାଇବଲ (CL) NT (BSI)27 ଯେଉଁ ଖାଦ୍ୟ କ୍ଷୟ ହୁଏ, ତା’ ପାଇଁ ଏତେ ପରିଶ୍ରମ କର ନାହିଁ। ବରଂ ଯେଉଁ ଅକ୍ଷୟ ଖାଦ୍ୟ ଅନନ୍ତ ଜୀବନ ପ୍ରଦାନ କରେ, ସେଥିପାଇଁ ପରିଶ୍ରମ କର। ଏହି ଖାଦ୍ୟ ମନୁଷ୍ୟପୁତ୍ର ଦିଅନ୍ତି, କାରଣ ପିତା ଈଶ୍ୱର ସେଥିପାଇଁ ତାଙ୍କୁ ଅଧିକାର ଦେଇଛନ୍ତି।” Gade chapit laପବିତ୍ର ବାଇବଲ27 ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହୋଇଯାଏ। ତେଣୁ ତୁମ୍ଭେ ସେହିଭଳି ଖାଦ୍ୟ ପାଇବା ପାଇଁ କାର୍ଯ୍ୟ କର ନାହିଁ, ବରଂ ତୁମ୍ଭେମାନେ ଏଭଳି କାର୍ଯ୍ୟ କର ଯାହା ଭଲ ହୋଇ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦେବ। ମନୁଷ୍ୟପୁତ୍ର ସେହିପରି ଖାଦ୍ୟ ତୁମ୍ଭକୁ ଦେବେ। ପରମେଶ୍ୱର ଦେଖାଇଛନ୍ତି ଯେ, ସେ ମନୁଷ୍ୟପୁତ୍ରଙ୍କ ସହିତ ଅଛନ୍ତି।” Gade chapit la |