Biblia Todo Logo
Bib sou entènèt

- Piblisite -




ଯୋହନ 6:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହା ହେଲେ ଆପଣ ଚିହ୍ନସ୍ଵରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ଵାସ କରି ପାରୁ?

Gade chapit la Kopi

ଓଡିଆ ବାଇବେଲ

30 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନ ସ୍ୱରୂପ କ'ଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରି ପାରୁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସେମାନେ ପଚାରିଲେ, “ତୁମଠାରେ ଆମେ ଯେପରି ବିଶ୍ୱାସ କରିବୁ, ସେଥିପାଇଁ ଆମକୁ କି କର୍ମ ଦେଖାଇ ପାରିବ? କୁହ, କ’ଣ କରିପାରିବ?

Gade chapit la Kopi

ପବିତ୍ର ବାଇବଲ

30 ତେଣୁ ଲୋକମାନେ ପଗ୍ଭରିଲେ, “ତୁମ୍ଭକୁ ଯେ ପରମେଶ୍ୱର ପଠାଇଛନ୍ତି, ଏ କଥା ତୁମ୍ଭେ କେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦ୍ୱାରା ପ୍ରମାଣ କରି ଦେଖାଇବ? ତୁମ୍ଭେ ଯଦି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଆମ୍ଭକୁ କରି ଦେଖାଇବ, ତେବେ ଆମ୍ଭେ ତୁମ୍ଭକୁ ବିଶ୍ୱାସ କରିବୁ। ତୁମ୍ଭେ କ'ଣ କରିବ?

Gade chapit la Kopi




ଯୋହନ 6:30
22 Referans Kwoze  

କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,


କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,


କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”


କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।


ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?


ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”


ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।


ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ।


ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”


ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।


ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”


ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।


କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ।


“ତୁମ୍ଭେମାନେ ଆପଣାମାନଙ୍କ ପାଇଁ ‘କୌଣସି ଚିହ୍ନ ଦେଖାଅ’ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ‘ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।’”


ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ।


ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।


Swiv nou:

Piblisite


Piblisite