Biblia Todo Logo
Bib sou entènèt

- Piblisite -




ଯୋହନ 6:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ଵାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।

Gade chapit la Kopi

ଓଡିଆ ବାଇବେଲ

36 କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ମୁଁ ତୁମ୍ଭମାନଙ୍କୁ କହୁଛି, ମୋତେ ଦେଖି ମଧ୍ୟ ତୁମେ ବିଶ୍ୱାସ କରୁ ନାହଁ।

Gade chapit la Kopi

ପବିତ୍ର ବାଇବଲ

36 ମାତ୍ର ମୁଁ ତୁମ୍ଭକୁ ପୂର୍ବରୁ କହିଛି ଯେ, ତୁମ୍ଭେ ମୋତେ ଦେଖିଅଛ, କିନ୍ତୁ ତୁମ୍ଭେ ତଥାପି ବିଶ୍ୱାସ କରୁ ନାହଁ।

Gade chapit la Kopi




ଯୋହନ 6:36
9 Referans Kwoze  

କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।


କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।


କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?


ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;


Swiv nou:

Piblisite


Piblisite