ଯୋହନ 6:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି? Gade chapit laପବିତ୍ର ବାଇବଲ (Re-edited) - (BSI)42 ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ବାପାମାଆକୁ ଜାଣୁ ନାହୁଁଣ? ତେବେ ମୁଁ ସ୍ଵର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି? Gade chapit laଓଡିଆ ବାଇବେଲ42 ଏ କ'ଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କ'ଣ ଏହାର ପିତାମାତାକୁ ଜାଣୁ ନାହୁଁ ? ତେବେ ମୁଁ ସ୍ୱର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି ? Gade chapit laପବିତ୍ର ବାଇବଲ (CL) NT (BSI)42 ସେମାନେ କହିଲେ, “ଏହି ବ୍ୟକ୍ତି ଯୋସେଫଙ୍କ ପୁଅ ଯୀଶୁ ନୁହଁନ୍ତି କି? ତାଙ୍କ ପିତାମାତାଙ୍କୁ ଆମେ ଜାଣୁ। ତେବେ ସେ ସ୍ୱର୍ଗରୁ ଆଗତ ବୋଲି କିପରି କହୁଛନ୍ତି?” Gade chapit laପବିତ୍ର ବାଇବଲ42 ଯିହୂଦୀମାନେ କହିଲେ, “ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତାମାତାଙ୍କୁ ଜାଣିଛୁ। ଯୀଶୁ କେବଳ ଯୋଷେଫଙ୍କର ପୁତ୍ର। ‘ସେ କିପରି ସ୍ୱର୍ଗରୁ ଓହ୍ଲାଇଛି ବୋଲି କହୁଛି?’” Gade chapit la |