Biblia Todo Logo
Bib sou entènèt

- Piblisite -




ଯୋହନ 6:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

43 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆପଣା ଆପଣା ମଧ୍ୟରେ ବଚସା କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ଯୀଶୁ କହିଲେ: “ଏସବୁ ସମାଲୋଚନା ବନ୍ଦ କର।

Gade chapit la Kopi

ପବିତ୍ର ବାଇବଲ

43 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ ଅଭିଯୋଗ କରିବା ବନ୍ଦକର।

Gade chapit la Kopi




ଯୋହନ 6:43
7 Referans Kwoze  

ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।


ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ‘ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?’


ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?


କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?


ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି?


ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।


Swiv nou:

Piblisite


Piblisite