ଯୋହନ 6:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ। Gade chapit laପବିତ୍ର ବାଇବଲ (Re-edited) - (BSI)45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ଵରଙ୍କ କର୍ତ୍ତୃକ ଶିକ୍ଷାପ୍ରାପ୍ତ ହେବେ। ଯେକେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ। Gade chapit laଓଡିଆ ବାଇବେଲ45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ୱରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ । ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ । Gade chapit laପବିତ୍ର ବାଇବଲ (CL) NT (BSI)45 ଭାବବାଦୀମାନେ ଲେଖିଛନ୍ତି: “କେବଳ ଈଶ୍ୱରଙ୍କଠାରୁ ସମସ୍ତେ ଶିକ୍ଷା ଲାଭ କରିବେ।’ ଯେ କେହି ପିତା ଈଶ୍ୱରଙ୍କ କଥା ଶୁଣି ତାଙ୍କଠାରୁ ଶିକ୍ଷା ଗ୍ରହଣ କରେ, ସେ ମୋ’ ପାଖକୁ ଆସିବ। Gade chapit laପବିତ୍ର ବାଇବଲ45 ଭାବବାଣୀରେ ଏହିପରି ଲେଖା ଅଛି: ‘ପରମେଶ୍ୱର ଲୋକମାନଙ୍କୁ ଶିକ୍ଷା ଦେବେ।’ ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା'ପରେ ମୋ’ ପାଖକୁ ସେ ଲୋକମାନେ ଆସନ୍ତି। Gade chapit la |