Biblia Todo Logo
Bib sou entènèt

- Piblisite -




ଯୋହନ 6:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ମୁଁ ସତ୍ୟ କହୁଛି, ଯେ କେହି ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପାଇବ।

Gade chapit la Kopi

ପବିତ୍ର ବାଇବଲ

47 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ବ୍ୟକ୍ତି ବିଶ୍ୱାସ କରେ ତେବେ ସେ ଅନନ୍ତ ଜୀବନ ଲାଭ କରେ।

Gade chapit la Kopi




ଯୋହନ 6:47
15 Referans Kwoze  

ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।


କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ।


ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”


ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”


ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?”


Swiv nou:

Piblisite


Piblisite