Biblia Todo Logo
Bib sou entènèt

- Piblisite -




ଯୋହନ 6:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ତୁମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।

Gade chapit la Kopi

ଓଡିଆ ବାଇବେଲ

49 ତୁମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ତୁମ ପୂର୍ବପୁରୁଷମାନେ ମରୁଭୂମିରେ ମାନ୍ନା ଖାଇଥିଲେ, ତଥାପି ସେମାନେ ମଲେ।

Gade chapit la Kopi

ପବିତ୍ର ବାଇବଲ

49 ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତରରେ ପରମେଶ୍ୱର ଦେଇଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସେମାନେ ଅନ୍ୟ ଲୋକଙ୍କ ପରି ମରିସାରିଲେଣି।

Gade chapit la Kopi




ଯୋହନ 6:49
8 Referans Kwoze  

ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।


ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”


ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖାଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ।


ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?


କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ସ୍ବର୍ଗୀୟ ଭୋଜନ ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ ପ୍ରସ୍ତର ତାହାକୁ ଦେବୁ।”


Swiv nou:

Piblisite


Piblisite