Biblia Todo Logo
Bib sou entènèt

- Piblisite -




ଯୋହନ 6:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କ-ଠାରେ ଜୀବନ ନାହିଁ।

Gade chapit la Kopi

ଓଡିଆ ବାଇବେଲ

53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 ଯେ କେହି ମୋର ମାଂସ ଭୋଜନ କରିବ ଓ ମୋର ରକ୍ତ ପାନ କରିବ, ସେ ଅନନ୍ତ ଜୀବନ ଲାଭ କରିବ ଏବଂ ମୁଁ ତାକୁ ଶେଷ ଦିନରେ ପୁନରୁତ୍ଥିତ କରିବି।

Gade chapit la Kopi

ପବିତ୍ର ବାଇବଲ

53 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଶ୍ଚୟ ମନୁଷ୍ୟପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନ କରିବ, ତେବେ ତୁମ୍ଭ ଭିତରେ ପ୍ରକୃତ ଜୀବନ ନାହିଁ।

Gade chapit la Kopi




ଯୋହନ 6:53
19 Referans Kwoze  

ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।


କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।


ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ସ୍ବର୍ଗୀୟ ଭୋଜନ ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ ପ୍ରସ୍ତର ତାହାକୁ ଦେବୁ।”


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।


ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।”


କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।”


ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”


ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କଅଣ?


Swiv nou:

Piblisite


Piblisite