Biblia Todo Logo
Bib sou entènèt

- Piblisite -




ଯୋହନ 6:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନ; ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।

Gade chapit la Kopi

ଓଡିଆ ବାଇବେଲ

54 ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

54 କାରଣ ମୋର ମାଂସ ହେଉଛି ପ୍ରକୃତ ଖାଦ୍ୟ ଓ ମୋର ରକ୍ତ ପ୍ରକୃତ ପାନୀୟ।

Gade chapit la Kopi

ପବିତ୍ର ବାଇବଲ

54 ଯେଉଁ ବ୍ୟକ୍ତି ମୋ’ ମାଂସ ଖାଏ ଓ ମୋ’ ରକ୍ତ ପିଏ, ସେ ଅନନ୍ତ ଜୀବନ ପାଏ। ମୁଁ ସେହି ଲୋକକୁ ଶେଷ ଦିନରେ ମୃତ୍ୟୁରୁ ଉଠେଇବି।

Gade chapit la Kopi




ଯୋହନ 6:54
12 Referans Kwoze  

ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।


ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।


ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।


Swiv nou:

Piblisite


Piblisite