ଯୋହନ 6:61 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି? Gade chapit laପବିତ୍ର ବାଇବଲ (Re-edited) - (BSI)61 କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି? Gade chapit laଓଡିଆ ବାଇବେଲ61 କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କ'ଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି ? Gade chapit laପବିତ୍ର ବାଇବଲ (CL) NT (BSI)61 ଏ ବିଷୟରେ ଯୀଶୁଙ୍କୁ କେହି କିଛି କହି ନ ଥିଲେ ହେଁ ଶିଷ୍ୟମାନେ ବଚସା କରୁଛନ୍ତି ବୋଲି ଜାଣିପାରି ଯୀଶୁ ସେମାନଙ୍କୁ କହିଲେ: “ଏଇ କଥାରେ ଭାଙ୍ଗି ପଡ଼ୁଛ? Gade chapit laପବିତ୍ର ବାଇବଲ61 ଯୀଶୁ ଜାଣିଲେ ଯେ ତାହାଙ୍କର ଶିଷ୍ୟମାନେ ଏ ବିଷୟରେ ଆପତ୍ତି କରୁଛନ୍ତି। ତେଣୁ ସେ କହିଲେ, “ଏ ଉପଦେଶ କ'ଣ ତୁମ୍ଭକୁ ଅସୁବିଧାରେ ପକାଉଛି? Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।