Biblia Todo Logo
Bib sou entènèt

- Piblisite -




ଯୋହନ 6:68 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

68 ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

68 ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୋ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନ; ଜୀବନର ବାକ୍ୟ ଅଛି;

Gade chapit la Kopi

ଓଡିଆ ବାଇବେଲ

68 ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା ? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

68 ଶିମୋନ ପିତର ଉତ୍ତର ଦଲେ: “ପ୍ରଭୁ, ଆଉ କାହା ପାଖକୁ ଯିବୁ? ଅନନ୍ତ ଜୀବନର ବାକ୍ୟ ଆପଣଙ୍କଠାରେ ଅଛି।

Gade chapit la Kopi

ପବିତ୍ର ବାଇବଲ

68 ଶିମୋନ ପିତର ଉତ୍ତର ଦେଲେ, “ପ୍ରଭୁ, ଆମ୍ଭେ କାହା ପାଖକୁ ଯିବୁ? ତୁମ୍ଭ ପାଖରେ ଅନନ୍ତ ଜୀବନ ଅଛି।

Gade chapit la Kopi




ଯୋହନ 6:68
17 Referans Kwoze  

ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”


ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।


ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।


ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।


ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।


କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ।


ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।”


କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;


ପୁଣି, ତାହାଙ୍କ ଆଜ୍ଞା ଯେ ଅନନ୍ତ ଜୀବନ, ଏହା ମୁଁ ଜାଣେ। ଅତଏବ, ମୁଁ ଯେ ଯେ କଥା କହେ, ପିତା ମୋତେ ଯେପରି କହିଅଛନ୍ତି, ସେହିପରି କହେ।”


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।


[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।]


Swiv nou:

Piblisite


Piblisite