Biblia Todo Logo
Bib sou entènèt

- Piblisite -




ଯୋହନ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୋଟୀ ଯଥେଷ୍ଟ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

7 ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୁଟି ଯଥେଷ୍ଟ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଫିଲିପ୍ ଉତ୍ତର ଦେଲେ, “ସମସ୍ତଙ୍କୁ ଅଳ୍ପ କିଛି ଖୁଆଇବା ପାଇଁ ଦୁଇ ଶହରୁ ଅଧିକ ରୌପ୍ୟ ମୁଦ୍ରା ମୂଲ୍ୟର ରୋଟୀ କିଣିବାକୁ ହେବ।”

Gade chapit la Kopi

ପବିତ୍ର ବାଇବଲ

7 ଫିଲି‌ପ୍‌ପ ଉତ୍ତର ଦେଲେ, “ଏଠାରେ ଥିବା ପ୍ରତ୍ୟେକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦେବା ପାଇଁ ଆମ୍ଭ ସମସ୍ତଙ୍କୁ ମାସେ ପର୍ଯ୍ୟନ୍ତ କାମ କରି ଉପାର୍ଜନ କରିବାକୁ ପଡ଼ିବ।”

Gade chapit la Kopi




ଯୋହନ 6:7
10 Referans Kwoze  

କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା?


ଏହି ତୈଳ ତିନିଶହ ଦିନର ମଜୁରୀ ସମାନ ମୂଲ୍ୟରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା?


କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ।


ତହୁଁ ତାଙ୍କ ଦାସ କହିଲା, “କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”


ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”


ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।


ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।


ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।”


ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”


Swiv nou:

Piblisite


Piblisite