ଯୋହନ 6:70 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT70 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।” Gade chapit laପବିତ୍ର ବାଇବଲ (Re-edited) - (BSI)70 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କଅଣ ତୁମ୍ଭ ଦ୍ଵାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ। Gade chapit laଓଡିଆ ବାଇବେଲ70 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କ'ଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ । Gade chapit laପବିତ୍ର ବାଇବଲ (CL) NT (BSI)70 ଯୀଶୁ କହିଲେ, “ମୁଁ ତୁମ ବାର ଜଣଙ୍କୁ ମନୋନୀତ କରି ନାହିଁ କି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।” Gade chapit laପବିତ୍ର ବାଇବଲ70 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।” Gade chapit la |