ଯୋହନ 6:71 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT71 ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)71 ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ଵାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବାକୁ ଯାଉଥିଲା। Gade chapit laଓଡିଆ ବାଇବେଲ71 ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା । Gade chapit laପବିତ୍ର ବାଇବଲ (CL) NT (BSI)71 ଶିମୋନ ଇଷ୍କାରିୟତର ପୁତ୍ର ଯିହୁଦାକୁ ଲକ୍ଷ୍ୟ କରି ସେ ଏକଥା କହିଥିଲେ। କାରଣ ବାର ଜଣ ଶିଷ୍ୟ ମଧ୍ୟରୁ ଜଣେ ହୋଇ ସୁଦ୍ଧା, ଯିହୁଦା ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିବାକୁ ଯାଉଥିଲା। Gade chapit laପବିତ୍ର ବାଇବଲ71 ଯୀଶୁ ଶିମୋନ ଇଷ୍କାରିୟୋତର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଥିଲେ। ସେ ବାରଜଣଙ୍କ ମଧ୍ୟରୁ ଜଣେ ଥିଲା। ପରେ ସେହି ଯିହୂଦା ତାହାଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଥିଲା। Gade chapit la |