Biblia Todo Logo
Bib sou entènèt

- Piblisite -




ଯୋହନ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଶିମୋନ ପିତରଙ୍କର ଭ୍ରାତା ଆନ୍ଦ୍ରୀୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,

Gade chapit la Kopi

ଓଡିଆ ବାଇବେଲ

8 ଶିମୋନ ପିତରଙ୍କର ଭାଇ ଆନ୍ଦ୍ରୀୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯୀଶୁଙ୍କ ଅନ୍ୟ ଜଣେ ଶିଷ୍ୟ, ପିତରଙ୍କ ଭାଇ ଆନ୍ଦ୍ରିୟ କହିଲେ, “ଏଠାରେ ଗୋଟିଏ ବାଳକ ପାଖରେ ପାଞ୍ଚଟି ରୋଟୀ ଓ ଦୁଇଟି ମାଛ ଅଛି,

Gade chapit la Kopi

ପବିତ୍ର ବାଇବଲ

8 ସେଠାରେ ଆଉଜଣେ ଶିଷ୍ୟ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମୋନ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ,

Gade chapit la Kopi




ଯୋହନ 6:8
3 Referans Kwoze  

ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।


Swiv nou:

Piblisite


Piblisite