ଯୋହନ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର। Gade chapit laପବିତ୍ର ବାଇବଲ (Re-edited) - (BSI)16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର। Gade chapit laଓଡିଆ ବାଇବେଲ16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର । Gade chapit laପବିତ୍ର ବାଇବଲ (CL) NT (BSI)16 ଯୀଶୁ କହିଲେ: “ମୁଁ ମୋ’ ନିଜର ଶିକ୍ଷା ନୁହେଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ଈଶ୍ୱରଙ୍କଠାରୁ ଆଗତ ଶିକ୍ଷା ଦେଉଛି। Gade chapit laପବିତ୍ର ବାଇବଲ16 ଯୀଶୁ ଉତ୍ତର ଦେଲେ, “ମୁଁ ଯାହା ଉପଦେଶ ଦେଉଛି, ତାହା ମୋ’ ନିଜର ନୁହେଁ। ମୋର ଶିକ୍ଷାଗୁଡ଼ିକ ମୋତେ ପଠାଇଥିବା ପରମେଶ୍ୱରଙ୍କଠାରୁ ଆସିଛି। Gade chapit la |